|
![]() |
|||
|
||||
Overviewଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ(୧୯୫୮) । Full Product DetailsAuthor: Golok Bihari DhalPublisher: Black Eagle Books Imprint: Black Eagle Books Dimensions: Width: 14.00cm , Height: 0.80cm , Length: 21.60cm Weight: 0.181kg ISBN: 9781645604686ISBN 10: 1645604683 Pages: 136 Publication Date: 28 October 2023 Audience: General/trade , General Format: Paperback Publisher's Status: Active Availability: Available To Order ![]() We have confirmation that this item is in stock with the supplier. It will be ordered in for you and dispatched immediately. Table of ContentsReviewsAuthor Informationଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ (୧୯୫୮) । Tab Content 6Author Website:Countries AvailableAll regions |