Bharatiya Paramparare Lokanatya O Lokanrutya

Author:   Aswini Kumar Satpathy
Publisher:   Black Eagle Books
ISBN:  

9781645606987


Pages:   168
Publication Date:   27 May 2025
Format:   Paperback
Availability:   Available To Order   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Our Price $42.24 Quantity:  
Add to Cart

Share |

Bharatiya Paramparare Lokanatya O Lokanrutya


Overview

ଡାଃ ଅଶ୍ୱିନୀ କୁମାର ଶତପଥୀଙ୍କ 'ଭାରତୀୟ ପରଂପରାରେ ଲୋକନାଟ୍ୟ ଓ ଲୋକନୃତ୍ୟ' ଶୀର୍ଷକ ସମୀକ୍ଷାତ୍ମକ ପୁସ୍ତକରେ ସ୍ଥାନିତ ସତର ଗୋଟି ପ୍ରବନ୍ଧକୁ ମୁଁ ଗଭୀର ମନୋନିବେଶ ସହକାରେ ପଢ଼ି ଆନନ୍ଦ ଲାଭ କଲି । ଡାଃ ଶତପଥୀ ଲୋକ ନାଟକ ଓ ଲୋକ ନୃତ୍ୟ ସଂପର୍କିତ ବିବିଧ ସିଦ୍ଧାନ୍ତ ଗ୍ରନ୍ଥ ଓ ଆଲୋଚନା ପୁସ୍ତକ ଅଧ୍ୟୟନ କରିବା ସହିତ କିଛିକ୍ଷେତ୍ର ଅଧ୍ୟୟନ କରିଥିବା ଜଣାଯାଏ । ସେ ଭାରତକୁ ନାଟ୍ୟକଳା ଓ ନାଟ୍ୟମଂଚର ଆଦି ଭୂମି ଭାବରେ ଗ୍ରହଣ କରି ଭଗବାନ ଶିବଙ୍କୁ ଆଦି ନଟ ରୂପେ ଉଲ୍ଲେଖ କରିଛନ୍ତି । ଋଗ୍]ବେଦଠାରୁ ଆରମ୍ଭ କରି ଭରତଙ୍କ ନାଟ୍ୟଶାସ୍ତ୍ରରୁ ଉପାଦାନ ସଂଗ୍ରହ କରି ଭାରତକୁ ନାଟ୍ୟକଳାର ଆଦି ଭୂମି ଭାବରେ ଯେପରି ପ୍ରମାଣ କରିଛନ୍ତି ଓ ଭାରତର ନାଟ୍ୟ ପରଂପରାରେ ସାର୍ଥକ ନୀତିନିଷ୍ଠ ଜୀବନ ଯାପନ ଓ ସାମାଜିକ ଶୃଙ୍ଖଳା ପାଇଁ ଯେପରି ପ୍ରେରଣା ପ୍ରଦାନ କରାଯାଇଛି ତାହା ଉପରେ ଆଲୋକପାତ କରିଅଛନ୍ତି । ପ୍ରସଙ୍ଗ କ୍ରମେ ଲୋକ ନାଟକ ଭାରତର ବିଭିନ୍ନ ପ୍ରଦେଶରେ ଉନ୍ମେଷ ଘଟି କିପରି ଅଭିଜାତ ନାଟକ ଓ ନୃତ୍ୟ ସୃଷ୍ଟି ପାଇଁ ପ୍ରେରଣା ଦେଇଥିଲା ସେ ସଂପର୍କରେ ସୂଚନା ଦେଇଛନ୍ତି । ଭାରତରେ ଲୋକନାଟକ ଓ ନୃତ୍ୟ ପରଂପରା ଯେ ଏକ ଅନୁପମ ସୃଷ୍ଟି ତାହା ଉପରେ ଦୃଷ୍ଟିପାତ କରି କଥକ, ଓଡ଼ିଶୀ, ଭାରତନାଟ୍ୟମ୍], କୁଚିପୁଡ଼ି, କଥକଲୀ, ଛଉନୃତ୍ୟ, ଘୋଡ଼ାନାଚ, କଣ୍ଡେଇନାଚ, ସଖୀନାଟ, ଢୁମସା, ଶବରଶବରୁଣୀ ନାଚ, ଡାଲଖାଇ, ଦଣ୍ଡନାଚ, ପାଟୁଆ ନାଚ ଆଦି ଓଡ଼ିଶାର ନୃତ୍ୟକଳା ଉପରେ ବିଶେଷ ଗୁରୁତ୍ୱ ଦେଇଥିବା ଲକ୍ଷ୍ୟ କରାଯାଏ । ଏହା ସହିତ ମଣିପୁର, ରାଜସ୍ଥାନ, ପୂର୍ବୋତ୍ତର ଭାରତ, ଗୁଜୁରାଟ, କେରଳ, ପଞ୍ଜାବ ଆଦି ବିଭିନ୍ନ ଅଂଚଳରେ ପ୍ରଚଳିତ ଲୋକ-ନାଟକ ଓ ନୃତ୍ୟ ଉପରେ ମଧ୍ୟ ସୂଚନା ପ୍ରଦାନ କରିଅଛନ୍ତି । ଭାରତର ବିଭିନ୍ନ ରାଜ୍ୟର, ଓଡ଼ିଶାର, ଆଦିବାସୀ ସମ୍ପ୍ରଦାୟର ଲୋକନାଟକ ଓ ନୃତ୍ୟ, ଲୋକଜୀବନ ଓ ଲୋକଙ୍କ ଆଚାର ବିଚାରକୁ ନେଇ ଯେମିତି ପରିକଳ୍ପିତ ଓ ରଚିତ ହୋଇଛି ତାହା ନିଶ୍ଚିତ ଭାବରେ ଆମ ସମାଜ, ସଂସ୍କୃତି ଓ ଜାତୀୟ ମାନସର ପରିଚୟ ପ୍ରଦାନ କରେ । ପୁସ୍ତକଟି ଛାତ୍ରଛାତ୍ରୀ, ପାଠକ ଓ ଗବେଷକମାନଙ୍କ ପାଇଁ ଏକାନ୍ତ ଉପାଦେୟ ।

Full Product Details

Author:   Aswini Kumar Satpathy
Publisher:   Black Eagle Books
Imprint:   Black Eagle Books
Dimensions:   Width: 14.00cm , Height: 1.00cm , Length: 21.60cm
Weight:   0.200kg
ISBN:  

9781645606987


ISBN 10:   1645606988
Pages:   168
Publication Date:   27 May 2025
Audience:   General/trade ,  General
Format:   Paperback
Publisher's Status:   Active
Availability:   Available To Order   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.
Language:   Oriya

Table of Contents

Reviews

ପ୍ରବନ୍ଧଗୁଡ଼ିକ ଗଭୀର ଅଧ୍ୟୟନର ସ୍ପଷ୍ଟ ସୂଚନା ଦିଏ । ଡାଃ ଶତପଥୀଙ୍କର ଏହି ଶ୍ରମ ସାପେକ୍ଷ ଉଦ୍ୟମ ପାଇଁଅନେକ ଅନେକ ସାଧୁବାଦ । ବୈଷ୍ଣବ ଚରଣ ସାମଲ, ଅବସରପ୍ରାପ୍ତ ପ୍ରଫେସର, ବିଶ୍ୱଭାରତୀ, ଶାନ୍ତିନିକେତନ


Author Information

Tab Content 6

Author Website:  

Countries Available

All regions
Latest Reading Guide

OCT_RG_2025

 

Shopping Cart
Your cart is empty
Shopping cart
Mailing List