Manara Bhugola

Author:   Fakir Mohan Sahoo
Publisher:   Black Eagle Books
ISBN:  

9781645603597


Pages:   276
Publication Date:   07 February 2023
Format:   Paperback
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Our Price $42.24 Quantity:  
Add to Cart

Share |

Manara Bhugola


Add your own review!

Overview

"ପୃଥିବୀର ଭୂଗୋଳ ପୂରାପୂରି ଅପରିବର୍ତ୍ତିତ ରହୁନାହିଁ । କେଉଁଠି ହ୍ରଦଟି ଶୁଖି ଯାଉଛି ତ ଅନ୍ୟ କେଉଁଠି ନଦୀଟି ଗତିପଥ ପରିବର୍ତ୍ତନ କରୁଛି । ପୁରୁଣା ପାହାଡ଼ର ସବୁଜିମା ହଜିଯିବା ଏବଂ ନୂତନ ଉପତ୍ୟକା ଜନାକୀର୍ଣ୍ଣ ହେବା ଅସମ୍ଭବ ନୁହେଁ । ସମୟକ୍ରମେ ବିଶ୍ୱର ଭୂଗୋଳ ପରିବର୍ତ୍ତିତ ହେଲେ ମଧ୍ୟ ମନୁଷ୍ୟ ମନର ଭୂଗୋଳର ପରିବର୍ତ୍ତନ ଅଧିକ ଦ୍ରୁତ ଏବଂ ଅଧିକ ବିସ୍ମୟକର । ସେଥିପାଇଁ ମଣିଷ ମନର ରହସ୍ୟକୁ ବୁଝିବା ପାଇଁ ମନୋବିଜ୍ଞାନୀ ଓ ସମାଜବିଜ୍ଞାନୀ ଅଧିକ ଆହ୍ୱାନର ସମ୍ମୁଖୀନ ହୋଇଛନ୍ତି । ସୌଭାଗ୍ୟର ବିଷୟ ଯେ ମଣିଷର ବୌଦ୍ଧିକ ପ୍ରଗତି ଓ ସର୍ଜନଶୀଳତାର ବ୍ୟାପ୍ତି ଫଳରେ ମନର ନକ୍]ସାଟିକୁ ପରିକଳ୍ପନା କରିବା ଏବଂ ସମ୍ଭାବ୍ୟ ପରିବର୍ତ୍ତନର ପୂର୍ବାନୁମାନ କରିବା ସମ୍ଭବ ହୋଇଛି । ବିଶେଷତଃ ବିକଶିତ ଜୀବନଶୈଳୀ ପାଇଁ କେଉଁଟି ଉପଯୋଗୀ ଏବଂ କେଉଁଟି ଅନୁପଯୋଗୀ, ତାହାର ଜ୍ଞାନ ସମ୍ଭାର ଉପସ୍ଥାପନ କରିଛନ୍ତି । ଆଧୁନିକ ଯୁଗରେ ସ୍ନାୟୁବିଜ୍ଞାନର ଅଭୂତପୂର୍ବ ଉନ୍ନତି ଓ ଲକ୍ଷ୍ୟ ପୂରଣରେ ଅଧିକ ସହାୟକ ହୋଇଛି । ସଦ୍ୟ ସମର୍�ଥତ ତଥ୍ୟରାଜିକୁ ଆଧାର କରି \""ମନର ଭୂଗୋଳ' ପୁସ୍ତକର ପରିକଳ୍ପନା ।ଚିତ ।"

Full Product Details

Author:   Fakir Mohan Sahoo
Publisher:   Black Eagle Books
Imprint:   Black Eagle Books
Dimensions:   Width: 14.00cm , Height: 1.60cm , Length: 21.60cm
Weight:   0.354kg
ISBN:  

9781645603597


ISBN 10:   1645603598
Pages:   276
Publication Date:   07 February 2023
Audience:   General/trade ,  General
Format:   Paperback
Publisher's Status:   Active
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.
Language:   Oriya

Table of Contents

Reviews

Author Information

ଡ. ଫକୀର ମୋହନ ସାହୁ ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଜାଭିୟର ମ୍ୟାନେଜ୍]ମେଣ୍ଟ ସଂସ୍ଥାର (ଜାଭିୟର ବିଶ୍ୱବିଦ୍ୟାଳୟ) ରିସର୍ଚ୍ଚ ପ୍ରଫେସର ରୂପେ ଅବସ୍ଥାପିତ । ପୂର୍ବରୁ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନ ବିଭାଗର (ଅଗ୍ରଶିକ୍ଷା କେନ୍ଦ୍ର) ପ୍ରଫେସର ଓ ପୂର୍ବତନ ବିଭାଗୀୟ ମୁଖ୍ୟ ରୂପେ କାର୍ଯ୍ୟ କରୁଥିଲେ । ସେ ରାଜ୍ୟଗୋଷ୍ଠୀ ବୃତ୍ତି ଲାଭକରି କାନାଡ଼ାର କୁଇନ୍ସ ବିଶ୍ୱବିଦ୍ୟାଳୟରୁ ତାଙ୍କର ପିଏଚ୍].ଡି. ଡିଗ୍ରୀ ହାସଲ କରିଥିଲେ ଏବଂ ପରେ ଏହି ବିଶ୍ୱବିଦ୍ୟାଳୟରେ କିଛିକାଳ ପାଇଁ ପରିଦର୍ଶକ ପ୍ରଫେସର ରୂପେ ଯୋଗ ଦେଇଥିଲେ । ମନସ୍ତାତ୍ତ୍ୱିକ ଗବେଷଣା ସମ୍ପର୍କୀୟ ତାଙ୍କର ବହୁ ପୁସ୍ତକ ଓ ନିବନ୍ଧମାନ ଦେଶ ବିଦେଶରେ ପ୍ରକାଶ ପାଇଛି । କାନାଡ଼ାରେ ଅଧ୍ୟୟନ ବ୍ୟତୀତ ସେ ବିଭିନ୍ନ ଆନ୍ତର୍ଜାତିକ ସମ୍ମିଳନୀରେ ଯୋଗଦେବା ପାଇଁ ଯୁକ୍ତରାଷ୍ଟ୍ର ଆମେରିକା, ଇଂଲଣ୍ଡ, ଫ୍ରାନ୍ସ, ଜର୍ମାନୀ, ବେଲଜିୟମ୍], ହଲାଣ୍ଡ, ସ୍ପେନ୍], ଜାପାନ, ତୁର୍କୀ, ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଇତ୍ୟାଦି ଦେଶ ଭ୍ରମଣ କରିଛନ୍ତି । ଓଡ଼ିଶାର ବିଭିନ୍ନ ପତ୍ରପତ୍ରିକାରେ ତାଙ୍କର ମନସ୍ତାତ୍ତ୍ୱିକ ଲେଖାମାନ ପ୍ରକାଶ ପାଇଛି । ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା 'ସହକାର' ଓ 'ଜୀବନରଙ୍ଗ' ତାଙ୍କୁ ତାଙ୍କର ଲେଖାପାଇଁ ସମ୍ମାନିତ କରିଛନ୍ତି । ପ୍ରଜାତନ୍ତ୍ରର ପ୍ରଚାର ସମିତି ବିଶୁବ ମିଳନରେ ତାଙ୍କୁ ପ୍ରବନ୍ଧ ସାହିତ୍ୟ ପାଇଁ ଝଙ୍କାର ପୁରସ୍କାର ପ୍ରଦାନ କରିଛି । ମନସ୍ତାତ୍ତ୍ୱିକ ଲେଖା ବ୍ୟତୀତ ଆଧ୍ୟାତ୍ମିକ ଭାବସମ୍ପନ୍ନ ଲେଖା ଓ ପୁସ୍ତକ ମଧ୍ୟ ସେ ରଚନା କରିଛନ୍ତି । ପ୍ରାବନ୍ଧିକ ରୂପେ ଓଡ଼ିଆ ପାଠକ ମହଲରେ ଡକ୍ଟର ସାହୁ ବେଶ୍ ସୁପରିଚିତ ।

Tab Content 6

Author Website:  

Customer Reviews

Recent Reviews

No review item found!

Add your own review!

Countries Available

All regions
Latest Reading Guide

wl

Shopping Cart
Your cart is empty
Shopping cart
Mailing List